Text copied!
CopyCompare
ଓଡିଆ ବାଇବେଲ - ପ୍ରେରିତ - ପ୍ରେରିତ 18

ପ୍ରେରିତ 18:7-8

Help us?
Click on verse(s) to share them!
7ସେଥିରେ ସେ ସେ ସ୍ଥାନରୁ ପ୍ରସ୍ଥାନ କରି ତୀତସ୍ ଯୂସ୍ତ ନାମକ ଜଣେ ଈଶ୍ୱରଭକ୍ତଙ୍କ ଗୃହକୁ ଗଲେ, ତାହା ସମାଜଗୃହକୁ ଲାଗିଥିଲା ।
8କିନ୍ତୁ ସମାଜଗୃହର ଅଧ୍ୟକ୍ଷ କ୍ରୀଷ୍ପ ଏବଂ ସପରିବାର ପ୍ରଭୁଙ୍କଠାରେ ବିଶ୍ୱାସ କଲେ, ଆଉ କରିନ୍ଥୀୟମାନଙ୍କ ମଧ୍ୟରୁ ଅନେକ ଶୁଣି ବିଶ୍ୱାସ କରିବାକୁ ଲାଗିଲେ ଓ ବାପ୍ତିଜିତ ହେଲେ ।

Read ପ୍ରେରିତ 18ପ୍ରେରିତ 18
Compare ପ୍ରେରିତ 18:7-8ପ୍ରେରିତ 18:7-8