Text copied!
Bibles in Odia

ପ୍ରେରିତ 18:7-8 in Odia

Help us?

ପ୍ରେରିତ 18:7-8 in ଓଡିଆ ବାଇବେଲ

7 ସେଥିରେ ସେ ସେ ସ୍ଥାନରୁ ପ୍ରସ୍ଥାନ କରି ତୀତସ୍ ଯୂସ୍ତ ନାମକ ଜଣେ ଈଶ୍ୱରଭକ୍ତଙ୍କ ଗୃହକୁ ଗଲେ, ତାହା ସମାଜଗୃହକୁ ଲାଗିଥିଲା ।
8 କିନ୍ତୁ ସମାଜଗୃହର ଅଧ୍ୟକ୍ଷ କ୍ରୀଷ୍ପ ଏବଂ ସପରିବାର ପ୍ରଭୁଙ୍କଠାରେ ବିଶ୍ୱାସ କଲେ, ଆଉ କରିନ୍ଥୀୟମାନଙ୍କ ମଧ୍ୟରୁ ଅନେକ ଶୁଣି ବିଶ୍ୱାସ କରିବାକୁ ଲାଗିଲେ ଓ ବାପ୍ତିଜିତ ହେଲେ ।
ପ୍ରେରିତ 18 in ଓଡିଆ ବାଇବେଲ