Text copied!
Bibles in Odia

ପ୍ରେରିତ 19:13-15 in Odia

Help us?

ପ୍ରେରିତ 19:13-15 in ଓଡିଆ ବାଇବେଲ

13 କିନ୍ତୁ ଭ୍ରମଣକାରୀ ଯିହୂଦୀୟ ଭୂତୁଡ଼ିଆମାନଙ୍କ ମଧ୍ୟରୁ କେତେକ ଜଣକୁ ଦୁଷ୍ଟ ଆତ୍ମା ଲାଗିଥିବା ଲୋକମାନଙ୍କ ଉପରେ ପ୍ରଭୁ ଯୀଶୁଙ୍କ ନାମ ଉଚ୍ଚାରଣ କରିବାକୁ ପ୍ରବୃତ୍ତ ହୋଇ କହିଲେ, ଯେଉଁ ଯୀଶୁଙ୍କୁ ପାଉଲ ପ୍ରଚାର କରୁଅଛନ୍ତି, ମୁଁ ତୁମ୍ଭମାନଙ୍କୁ ତାହାଙ୍କର ଆଦେଶ ଦେଉଅଛି ।
14 ପୁଣି, ସ୍କେବା ନାମକ ଜଣେ ଯିହୂଦୀୟ ପ୍ରଧାନ ଯାଜକଙ୍କର ସାତ ପୁତ୍ର ଏହିପରି କରୁଥିଲେ ।
15 ସେଥିରେ ମନ୍ଦଆତ୍ମା ସେମାନଙ୍କୁ ଉତ୍ତର ଦେଲା, ଆମ୍ଭେ ଯୀଶୁଙ୍କୁ ଜାଣୁ ଓ ପାଉଲଙ୍କୁ ଚିହ୍ନୁଁ; ମାତ୍ର ତୁମ୍ଭେମାନେ କିଏ ?
ପ୍ରେରିତ 19 in ଓଡିଆ ବାଇବେଲ