Text copied!
Bibles in Odia

ପ୍ରେରିତ 19:18-19 in Odia

Help us?

ପ୍ରେରିତ 19:18-19 in ଓଡିଆ ବାଇବେଲ

18 ପୁଣି, ବିଶ୍ୱାସୀମାନଙ୍କ ମଧ୍ୟରୁ ଅନେକେ ଆସି ଆପଣା ଆପଣା କର୍ମ ସ୍ୱୀକାର ଓ ପ୍ରକାଶ କରିବାକୁ ଲାଗିଲେ,
19 ଆଉ ଯାଦୁକ୍ରିୟା କରୁଥିବା ଅନେକେ ଆପଣା ଆପଣା ପୁସ୍ତକ ଆଣି ଏକତ୍ର କରି ସମସ୍ତଙ୍କ ସାକ୍ଷାତରେ ପୋଡ଼ିପକାଇଲେ; ସେମାନେ ସେ ସବୁର ମୂଲ୍ୟ ହିସାବ କରି ତାହା ପଚାଶ ହଜାର ଟଙ୍କା ବୋଲି ଦେଖିଲେ ।
ପ୍ରେରିତ 19 in ଓଡିଆ ବାଇବେଲ