Text copied!
Bibles in Odia

ପ୍ରେରିତ 19:24-25 in Odia

Help us?

ପ୍ରେରିତ 19:24-25 in ଓଡିଆ ବାଇବେଲ

24 କାରଣ ଦୀମିତ୍ରୀୟ ନାମକ ଜଣେ ସ୍ୱର୍ଣ୍ଣକାର ଆର୍ତ୍ତେମୀର ରୌପ୍ୟ ମନ୍ଦିର ନିର୍ମାଣ କରୁଥିଲା, ପୁଣି, ଶିଳ୍ପକାରମାନଙ୍କର ଯଥେଷ୍ଟ ଲାଭ କରାଯାଉଥିଲା ।
25 ସେ ସେମାନଙ୍କୁ ଓ ସେହି ବ୍ୟବସାୟର କାରିଗରମାନଙ୍କୁ ଡାକି କହିଲା, ମହାଶୟମାନେ, ଏହି ବ୍ୟବସାୟ ଦ୍ୱାରା ଆମ୍ଭେମାନେ ଧନ ପ୍ରାପ୍ତ ହେଉ ବୋଲି ଆପଣମାନେ ଜାଣନ୍ତି;
ପ୍ରେରିତ 19 in ଓଡିଆ ବାଇବେଲ