Text copied!
CopyCompare
ଓଡିଆ ବାଇବେଲ - ପ୍ରେରିତ - ପ୍ରେରିତ 19

ପ୍ରେରିତ 19:28-29

Help us?
Click on verse(s) to share them!
28ଏହି କଥା ଶୁଣି ସେମାନେ କ୍ରୋଧରେ ପରିପୂର୍ଣ୍ଣ ହୋଇ ଚିତ୍କାର କରି କହିବାକୁ ଲାଗିଲେ, ଏଫିସୀୟମାନଙ୍କର ଆର୍ତ୍ତେମୀ ମହାଦେବୀ ଅଟନ୍ତି ।
29ଏଥିରେ ନଗରଟି ଗଣ୍ଡଗୋଳରେ ପରିପୂର୍ଣ୍ଣ ହେଲା, ଆଉ ସେମାନେ ଏକଯୋଗରେ ପାଉଲଙ୍କ ସହଯାତ୍ରୀ ମାକିଦନିଅାର ଗାୟ ଓ ଆରିସ୍ତାର୍ଖଙ୍କୁ ଧରି ବଡ଼ ବେଗରେ ରଙ୍ଗଭୂମିକୁ ଦୌଡ଼ିଗଲେ ।

Read ପ୍ରେରିତ 19ପ୍ରେରିତ 19
Compare ପ୍ରେରିତ 19:28-29ପ୍ରେରିତ 19:28-29