Text copied!
CopyCompare
ଓଡିଆ ବାଇବେଲ - ପ୍ରେରିତ - ପ୍ରେରିତ 19

ପ୍ରେରିତ 19:38-39

Help us?
Click on verse(s) to share them!
38ଏଣୁ ଯଦି କାହାରି ବିରୁଦ୍ଧରେ ଦୀମିତ୍ରୀୟର ଓ ତାହାର ସଙ୍ଗୀ ଶିଳ୍ପକରମାନଙ୍କର କୌଣସି କଥା ଥାଏ , ତାହାହେଲେ ବିଚାରାଳୟ ଉନ୍ମୁକ୍ତ ଅଛି ଓ ଶାସନକର୍ତ୍ତାମାନେ ଅଛନ୍ତି; ସେମାନେ ପରସ୍ପର ବିରୁଦ୍ଧରେ ଅଭିଯୋଗ କରନ୍ତୁ ।
39କିନ୍ତୁ ଯଦି ତୁମ୍ଭମାନଙ୍କର ଅନ୍ୟ କୌଣସି ଦାବି ଥାଏ, ତେବେ ନିୟମିତ ସାଧାରଣ ସଭାରେ ତାହାର ମୀମାଂସା ହେବ ।

Read ପ୍ରେରିତ 19ପ୍ରେରିତ 19
Compare ପ୍ରେରିତ 19:38-39ପ୍ରେରିତ 19:38-39