Text copied!
CopyCompare
ଓଡିଆ ବାଇବେଲ - ପ୍ରେରିତ - ପ୍ରେରିତ 19

ପ୍ରେରିତ 19:7-8

Help us?
Click on verse(s) to share them!
7ସେମାନେ ସମସ୍ତେ ପ୍ରାୟ ବାର ଜଣ ପୁରୁଷ ଥିଲେ ।
8ପରେ ସେ ସମାଜଗୃହରେ ପ୍ରବେଶ କରି ତିନି ମାସ ପର୍ଯ୍ୟନ୍ତ ସାହସ ସହିତ ଈଶ୍ୱରଙ୍କ ରାଜ୍ୟ ବିଷୟରେ ଉପଦେଶ ଦେଇ ବିଶ୍ୱାସ ଜନ୍ମାଇବାକୁ ଚେଷ୍ଟା କରିବାକୁ ଲାଗିଲେ ।

Read ପ୍ରେରିତ 19ପ୍ରେରିତ 19
Compare ପ୍ରେରିତ 19:7-8ପ୍ରେରିତ 19:7-8