Text copied!
CopyCompare
ଓଡିଆ ବାଇବେଲ - ପ୍ରେରିତ - ପ୍ରେରିତ 1

ପ୍ରେରିତ 1:10-11

Help us?
Click on verse(s) to share them!
10ସେ ଯାଉ ଯାଉ ସେମାନେ ଆକାଶ ଆଡ଼କୁ ଏକଦୃଷ୍ଟିରେ ଚାହିଁଅଛନ୍ତି; ଏପରି ସମୟରେ, ଦେଖ, ଶୁକ୍ଳ ବସ୍ତ୍ର ପରିହିତ ଦୁଇ ଜଣ ପୁରୁଷ ସେମାନଙ୍କ ନିକଟରେ ଉପସ୍ଥିତ ହେଲେ,
11ପୁଣି, ସେମାନେ କହିଲେ, ହେ ଗାଲିଲୀୟ ଲୋକେ, କାହିଁକି ତୁମ୍ଭେମାନେ ଆକାଶ ଆଡ଼କୁ ଚାହିଁ ଠିଆ ହୋଇଅଛ ? ଏହି ଯେଉଁ ଯୀଶୁ ତୁମ୍ଭମାନଙ୍କ ନିକଟରୁ ସ୍ୱର୍ଗରେ ଗୃହୀତ ହେଲେ, ତାହାଙ୍କୁ ତୁମ୍ଭେମାନେ ଯେଉଁ ପ୍ରକାରେ ସ୍ୱର୍ଗକୁ ଯିବାର ଦେଖିଲ, ସେ ସେହି ପ୍ରକାରେ ଆଗମନ କରିବେ ।

Read ପ୍ରେରିତ 1ପ୍ରେରିତ 1
Compare ପ୍ରେରିତ 1:10-11ପ୍ରେରିତ 1:10-11