Text copied!
Bibles in Odia

ପ୍ରେରିତ 1:10-11 in Odia

Help us?

ପ୍ରେରିତ 1:10-11 in ଓଡିଆ ବାଇବେଲ

10 ସେ ଯାଉ ଯାଉ ସେମାନେ ଆକାଶ ଆଡ଼କୁ ଏକଦୃଷ୍ଟିରେ ଚାହିଁଅଛନ୍ତି; ଏପରି ସମୟରେ, ଦେଖ, ଶୁକ୍ଳ ବସ୍ତ୍ର ପରିହିତ ଦୁଇ ଜଣ ପୁରୁଷ ସେମାନଙ୍କ ନିକଟରେ ଉପସ୍ଥିତ ହେଲେ,
11 ପୁଣି, ସେମାନେ କହିଲେ, ହେ ଗାଲିଲୀୟ ଲୋକେ, କାହିଁକି ତୁମ୍ଭେମାନେ ଆକାଶ ଆଡ଼କୁ ଚାହିଁ ଠିଆ ହୋଇଅଛ ? ଏହି ଯେଉଁ ଯୀଶୁ ତୁମ୍ଭମାନଙ୍କ ନିକଟରୁ ସ୍ୱର୍ଗରେ ଗୃହୀତ ହେଲେ, ତାହାଙ୍କୁ ତୁମ୍ଭେମାନେ ଯେଉଁ ପ୍ରକାରେ ସ୍ୱର୍ଗକୁ ଯିବାର ଦେଖିଲ, ସେ ସେହି ପ୍ରକାରେ ଆଗମନ କରିବେ ।
ପ୍ରେରିତ 1 in ଓଡିଆ ବାଇବେଲ