Text copied!
Bibles in Odia

ପ୍ରେରିତ 1:4-7 in Odia

Help us?

ପ୍ରେରିତ 1:4-7 in ଓଡିଆ ବାଇବେଲ

4 ଥରେ ସେମାନଙ୍କ ସହିତ ଭୋଜନରେ ବସିବା ସମୟରେ ସେ ସେମାନଙ୍କୁ ଏହି ଆଜ୍ଞା ଦେଲେ, ତୁମ୍ଭେମାନେ ଯିରୂଶାଲମରୁ ପ୍ରସ୍ଥାନ କର ନାହିଁ, କିନ୍ତୁ ପିତାଙ୍କର ଯେଉଁ ପ୍ରତିଜ୍ଞା ବିଷୟ ମୋ'ଠାରୁ ଶୁଣିଅଛ, ସେଥିର ଅପେକ୍ଷାରେ ରହିଥାଅ;
5 କାରଣ ଯୋହନ ଜଳରେ ବାପ୍ତିସ୍ମ ଦେଲେ ସତ, କିନ୍ତୁ ତୁମ୍ଭେମାନେ ଅଳ୍ପ ଦିନ ମଧ୍ୟରେ ପବିତ୍ର ଆତ୍ମାରେ ବାପ୍ତିଜିତ ହେବ ।
6 ଅତଏବ, ସେମାନେ ଏକତ୍ର ହୋଇ ତାହାଙ୍କୁ ପଚାରିବାକୁ ଲାଗିଲେ; "ହେ ପ୍ରଭୁ, ଆପଣ କଣ ଏହି ସମୟରେ ଇସ୍ରାଏଲ ହସ୍ତରେ ପୁନର୍ବାର ରାଜ୍ୟଭାର ସମର୍ପଣ କରୁଅଛନ୍ତି ?"
7 ସେ ସେମାନଙ୍କୁ କହିଲେ, ''ଯେଉଁ ସମସ୍ତ କାଳ କି ସମୟ ପିତା ଆପଣା କ୍ଷମତାର ଅଧୀନରେ ରଖିଅଛନ୍ତି, ତାହା ତୁମ୍ଭମାନଙ୍କ ଜାଣିବା ବିଷୟ ନୁହେଁ ।
ପ୍ରେରିତ 1 in ଓଡିଆ ବାଇବେଲ