Text copied!
Bibles in Odia

ପ୍ରେରିତ 1:6-8 in Odia

Help us?

ପ୍ରେରିତ 1:6-8 in ଓଡିଆ ବାଇବେଲ

6 ଅତଏବ, ସେମାନେ ଏକତ୍ର ହୋଇ ତାହାଙ୍କୁ ପଚାରିବାକୁ ଲାଗିଲେ; "ହେ ପ୍ରଭୁ, ଆପଣ କଣ ଏହି ସମୟରେ ଇସ୍ରାଏଲ ହସ୍ତରେ ପୁନର୍ବାର ରାଜ୍ୟଭାର ସମର୍ପଣ କରୁଅଛନ୍ତି ?"
7 ସେ ସେମାନଙ୍କୁ କହିଲେ, ''ଯେଉଁ ସମସ୍ତ କାଳ କି ସମୟ ପିତା ଆପଣା କ୍ଷମତାର ଅଧୀନରେ ରଖିଅଛନ୍ତି, ତାହା ତୁମ୍ଭମାନଙ୍କ ଜାଣିବା ବିଷୟ ନୁହେଁ ।
8 କିନ୍ତୁ ପବିତ୍ର ଆତ୍ମା ତୁମ୍ଭମାନଙ୍କ ଉପରେ ଅବତୀର୍ଣ୍ଣ ହୁଅନ୍ତେ, ତୁମ୍ଭେମାନେ ଶକ୍ତି ପ୍ରାପ୍ତ ହେବ, ଆଉ ଯିରୂଶାଲମ, ସମସ୍ତ ଯିହୂଦା ପ୍ରଦେଶ ଓ ଶମିରୋଣ, ପୁଣି, ପୃଥିବୀର ପ୍ରାନ୍ତ ପର୍ଯ୍ୟନ୍ତ ସୁଦ୍ଧା ମୋହର ସାକ୍ଷୀ ହେବ ।"
ପ୍ରେରିତ 1 in ଓଡିଆ ବାଇବେଲ