Text copied!
CopyCompare
ଓଡିଆ ବାଇବେଲ - ପ୍ରେରିତ - ପ୍ରେରିତ 1

ପ୍ରେରିତ 1:9-10

Help us?
Click on verse(s) to share them!
9ସେ ଏହି ସମସ୍ତ କଥା କହିବା ପରେ, ସେମାନେ ଦେଖୁ ଦେଖୁ ସେ ଊର୍ଦ୍ଧ୍ୱକୁ ନୀତ ହେଲେ, ଆଉ ଖଣ୍ଡେ ମେଘ ତାହାଙ୍କୁ ସେମାନଙ୍କ ଦୃଷ୍ଟିଗୋଚରରୁ ଘେନିଗଲା ।
10ସେ ଯାଉ ଯାଉ ସେମାନେ ଆକାଶ ଆଡ଼କୁ ଏକଦୃଷ୍ଟିରେ ଚାହିଁଅଛନ୍ତି; ଏପରି ସମୟରେ, ଦେଖ, ଶୁକ୍ଳ ବସ୍ତ୍ର ପରିହିତ ଦୁଇ ଜଣ ପୁରୁଷ ସେମାନଙ୍କ ନିକଟରେ ଉପସ୍ଥିତ ହେଲେ,

Read ପ୍ରେରିତ 1ପ୍ରେରିତ 1
Compare ପ୍ରେରିତ 1:9-10ପ୍ରେରିତ 1:9-10