Text copied!
Bibles in Odia

ପ୍ରେରିତ 21:18-20 in Odia

Help us?

ପ୍ରେରିତ 21:18-20 in ଓଡିଆ ବାଇବେଲ

18 ତହିଁ ଆରଦିନ ପାଉଲ ଆମ୍ଭମାନଙ୍କ ସହିତ ଯାକୁବଙ୍କ ଗୃହକୁ ଗଲେ, ଆଉ ସେ ସ୍ଥାନରେ ସମସ୍ତ ପ୍ରାଚୀନ ଉପସ୍ଥିତ ହେଲେ ।
19 ସେ ସେମାନଙ୍କୁ ନମସ୍କାର କଲା ଉତ୍ତାରେ, ଈଶ୍ୱର ଅଣଯିହୂଦୀମାନଙ୍କ ମଧ୍ୟରେ ଯେଉଁ ସବୁ କାର୍ଯ୍ୟ ତାହାଙ୍କ ସେବା ଦ୍ୱାରା ସାଧନ କରିଥିଲେ, ଗୋଟି ଗୋଟି କରି ସେହି ସବୁ ସେମାନଙ୍କ ନିକଟରେ ବର୍ଣ୍ଣନା କଲେ ।
20 ସେମାନେ ତାହା ଶୁଣି ଈଶ୍ୱରଙ୍କ ମହିମା ଗୁଣାନୁବାଦ କରିବାକୁ ଲାଗିଲେ, ପୁଣି, ତାହାଙ୍କୁ କହିଲେ, ହେ ଭାଇ, ଯିହୂଦୀମାନଙ୍କ ମଧ୍ୟରେ ଯେ କେତେ ସହସ୍ର ବିଶ୍ୱାସ କରିଅଛନ୍ତି, ଏହା ତୁମ୍ଭେ ଦେଖୁଅଛ, ସେ ସମସ୍ତେ ମୋଶାଙ୍କ ବ୍ୟବସ୍ଥା ପକ୍ଷରେ ଉଦ୍‍ଯୋଗୀ ।
ପ୍ରେରିତ 21 in ଓଡିଆ ବାଇବେଲ