Text copied!
CopyCompare
ଓଡିଆ ବାଇବେଲ - ପ୍ରେରିତ - ପ୍ରେରିତ 23

ପ୍ରେରିତ 23:1-2

Help us?
Click on verse(s) to share them!
1ପୁଣି, ପାଉଲ ମହାସଭା ପ୍ରତି ସ୍ଥିର ଦୃଷ୍ଟିରେ ଚାହିଁ କହିଲେ, ଭାଇମାନେ, ମୁଁ ଏହି ଦିନ ପର୍ଯ୍ୟନ୍ତ ସମ୍ପୂର୍ଣ୍ଣ ସୁବିବେକରେ ଈଶ୍ୱରଙ୍କ ସାକ୍ଷାତରେ ଆଚାର ବ୍ୟବହାର କରି ଆସିଅଛି ।
2ସେଥିରେ ମହାଯାଜକ ହାନାନ ତାଙ୍କ ପାଖରେ ଠିଆ ହୋଇଥିବା ଲୋକମାନଙ୍କୁ ତାହାଙ୍କ ମୁଖରେ ଆଘାତ କରିବା ପାଇଁ ଆଜ୍ଞା ଦେଲେ ।

Read ପ୍ରେରିତ 23ପ୍ରେରିତ 23
Compare ପ୍ରେରିତ 23:1-2ପ୍ରେରିତ 23:1-2