Text copied!
CopyCompare
ଓଡିଆ ବାଇବେଲ - ପ୍ରେରିତ - ପ୍ରେରିତ 26

ପ୍ରେରିତ 26:20

Help us?
Click on verse(s) to share them!
20କିନ୍ତୁ ପ୍ରଥମେ ଦମ୍ମେସକର ଓ ଯିରୂଶାଲମର ଲୋକମାନଙ୍କ ନିକଟରେ, ପରେ ଯିହୂଦା ପ୍ରଦେଶର ସମସ୍ତ ଅଞ୍ଚଳରେ, ପୁଣି, ଅଣଯିହୂଦୀମାନଙ୍କ ନିକଟରେ ମଧ୍ୟ ପ୍ରଚାର କରିବାକୁ ଲାଗିଲି, ଯେପରି ସେମାନେ ମନ ପରିବର୍ତ୍ତନ କରି ଈଶ୍ୱରଙ୍କ ପ୍ରତି ଫେରିଆସନ୍ତି ଓ ମନପରିବର୍ତ୍ତନର ଉପଯୁକ୍ତ କାର୍ଯ୍ୟ କରନ୍ତି ।

Read ପ୍ରେରିତ 26ପ୍ରେରିତ 26
Compare ପ୍ରେରିତ 26:20ପ୍ରେରିତ 26:20