Text copied!
Bibles in Odia

ପ୍ରେରିତ 26:20 in Odia

Help us?

ପ୍ରେରିତ 26:20 in ଓଡିଆ ବାଇବେଲ

20 କିନ୍ତୁ ପ୍ରଥମେ ଦମ୍ମେସକର ଓ ଯିରୂଶାଲମର ଲୋକମାନଙ୍କ ନିକଟରେ, ପରେ ଯିହୂଦା ପ୍ରଦେଶର ସମସ୍ତ ଅଞ୍ଚଳରେ, ପୁଣି, ଅଣଯିହୂଦୀମାନଙ୍କ ନିକଟରେ ମଧ୍ୟ ପ୍ରଚାର କରିବାକୁ ଲାଗିଲି, ଯେପରି ସେମାନେ ମନ ପରିବର୍ତ୍ତନ କରି ଈଶ୍ୱରଙ୍କ ପ୍ରତି ଫେରିଆସନ୍ତି ଓ ମନପରିବର୍ତ୍ତନର ଉପଯୁକ୍ତ କାର୍ଯ୍ୟ କରନ୍ତି ।
ପ୍ରେରିତ 26 in ଓଡିଆ ବାଇବେଲ