Text copied!
Bibles in Odia

ପ୍ରେରିତ 27:28-30 in Odia

Help us?

ପ୍ରେରିତ 27:28-30 in ଓଡିଆ ବାଇବେଲ

28 ଏଣୁ ସେମାନେ ମାପ କରି ଶହେ କୋଡ଼ିଏ ଫୁଟ ଗଭୀରର ପାନୀ ପାଇଲେ ପୁଣି ଟିକିଏ ଆଗକୁ ଯାଇ ଆଉ ଥରେ ମାପ କରି ନବେ ଫୁଟ ଗଭୀରର ପାଣି ପାଇଲେ ।
29 କାଳେ ଆମ୍ଭେମାନେ କୌଣସି ପଥୁରିଆ ଭୁଇଁରେ ଯାଇ ପଡ଼ୁ, ଏହି ଭୟରେ ସେମାନେ ଚାରିଟା ଲଙ୍ଗର ପକାଇଦେଇ ଦିନ ଅପେକ୍ଷାରେ ରହିଲେ ।
30 ପୁଣି, ନାବିକମାନେ ଜାହାଜର ସମ୍ମୁଖଭାଗରୁ ଲଙ୍ଗର ପକାଇବା ଛଳରେ ନୌକାଖଣ୍ଡିକ ସମୁଦ୍ରକୁ ଓହ୍ଲାଇ ଦେଇ ଜାହାଜରୁ ପଳାଇଯିବା ନିମନ୍ତେ ଚେଷ୍ଟା କରନ୍ତେ,
ପ୍ରେରିତ 27 in ଓଡିଆ ବାଇବେଲ