Text copied!
CopyCompare
ଓଡିଆ ବାଇବେଲ - ପ୍ରେରିତ - ପ୍ରେରିତ 2

ପ୍ରେରିତ 2:13-14

Help us?
Click on verse(s) to share them!
13କିନ୍ତୁ ଅନ୍ୟମାନେ ପରିହାସ କରି କହିଲେ, ଏମାନେ ନୂତନ ଦ୍ରାକ୍ଷାରସରେ ମତ୍ତ ହୋଇଅଛନ୍ତି ।
14କିନ୍ତୁ ପିତର ଏଗାରଜଣଙ୍କ ସହିତ ଠିଆ ହୋଇ ଉଚ୍ଚ ସ୍ଵରରେ ସେମାନଙ୍କ ନିକଟରେ ବକ୍ତୃତା ଦେଇ କହିଲେ, ହେ ଯିହୂଦୀ ଲୋକେ, ଓ ଯିରୂଶାଲମ ନିବାସୀ ସମସ୍ତେ, ଆପଣମାନେ ଏହା ଜାଣନ୍ତୁ ଓ ମୋହର କଥା ଶୁଣନ୍ତୁ ।

Read ପ୍ରେରିତ 2ପ୍ରେରିତ 2
Compare ପ୍ରେରିତ 2:13-14ପ୍ରେରିତ 2:13-14