Text copied!
CopyCompare
ଓଡିଆ ବାଇବେଲ - ପ୍ରେରିତ - ପ୍ରେରିତ 2

ପ୍ରେରିତ 2:22

Help us?
Click on verse(s) to share them!
22ହେ ଇସ୍ରାଏଲୀୟ ଲୋକମାନେ, ଏହି ସମସ୍ତ କଥା ଶୁଣନ୍ତୁ । ନାଜରିତୀୟ ଯୀଶୁ ନାନା ଶକ୍ତିର କାର୍ଯ୍ୟ, ଅଦ୍ଭୁତ କର୍ମ ଓ ଲକ୍ଷଣ ଦ୍ୱାରା ଆପଣମାନଙ୍କ ନିକଟରେ ଈଶ୍ୱରଙ୍କ ପ୍ରେରିତ ବ୍ୟକ୍ତି ବୋଲି ପ୍ରମାଣିତ ହୋଇଅଛନ୍ତି, ତାହାଙ୍କ ଦ୍ୱାରା ଈଶ୍ୱର ଯେ ଆପଣାମାନଙ୍କ ମଧ୍ୟରେ ଏହି ସମସ୍ତ କର୍ମ କରିଅଛନ୍ତି,ଏହା ଅାପଣମାନେ ନିଜେ ଜାଣନ୍ତି;

Read ପ୍ରେରିତ 2ପ୍ରେରିତ 2
Compare ପ୍ରେରିତ 2:22ପ୍ରେରିତ 2:22