Text copied!
Bibles in Odia

ପ୍ରେରିତ 2:3-4 in Odia

Help us?

ପ୍ରେରିତ 2:3-4 in ଓଡିଆ ବାଇବେଲ

3 ଆଉ ନିଆଁ ଭଳି ଜିହ୍ୱାଗୁଡ଼ିକ ସେମାନଙ୍କ ଦୃଷ୍ଟିଗୋଚର ହୋଇ ଗୋଟି ଗୋଟି କରି ସେମାନଙ୍କ ପ୍ରତ୍ୟେକ ଜଣଙ୍କ ଉପରକୁ ଉହ୍ଲାଇ ଆସିଲା ।
4 ସେଥିରେ ସମସ୍ତେ ପବିତ୍ର ଆତ୍ମାରେ ପରିପୂର୍ଣ୍ଣ ହେଲେ, ପୁଣି, ଆତ୍ମା ସେମାନଙ୍କୁ ଯେପରି କହିବାକୁ ଶକ୍ତି ଦେଲେ, ତଦନୁସାରେ ସେମାନେ ଅନ୍ୟାନ୍ୟ ଭାଷାରେ କଥା କହିବାକୁ ଲାଗିଲେ ।
ପ୍ରେରିତ 2 in ଓଡିଆ ବାଇବେଲ