Text copied!
Bibles in Odia

ପ୍ରେରିତ 3:7-8 in Odia

Help us?

ପ୍ରେରିତ 3:7-8 in ଓଡିଆ ବାଇବେଲ

7 ପୁଣି, ସେ ତା'ର ଡାହାଣ ହାତ ଧରି ତାକୁ ଉଠାଇଲେ; ସେଥିରେ ସେହିକ୍ଷଣି ତା'ର ପାଦ ଓ ଗୋଡ଼ର ଗଣ୍ଠିସବୁ ବଳ ପାଇଲା,
8 ଆଉ ସେ କୁଦା ମାରି ଠିଆ ହେଲା; ପୁଣି, ଚାଲିବାକୁ ଲାଗିଲା; ଆଉ, ସେ ଚାଲୁ ଚାଲୁ ଓ କୁଦା ମାରୁ ମାରୁ, ପୁଣି, ଈଶ୍ୱରଙ୍କର ପ୍ରଶଂସା କରୁ କରୁ ସେମାନଙ୍କ ସହିତ ମନ୍ଦିରରେ ପ୍ରବେଶ କଲା ।
ପ୍ରେରିତ 3 in ଓଡିଆ ବାଇବେଲ