Text copied!
CopyCompare
ଓଡିଆ ବାଇବେଲ - ପ୍ରେରିତ - ପ୍ରେରିତ 4

ପ୍ରେରିତ 4:14-16

Help us?
Click on verse(s) to share them!
14ଆଉ ସେହି ସୁସ୍ଥ ହୋଇଥିବା ଲୋକଟି ସେମାନଙ୍କ ସାଙ୍ଗରେ ଠିଆ ହୋଇଥିବାର ଦେଖି, ସେମାନଙ୍କ ବିରୁଦ୍ଧରେ କିଛି କହି ପାରିଲେ ନାହିଁ ।
15ପରେ ସେମାନଙ୍କୁ ସଭାରୁ ବାହାରିଯିବାକୁ ଆଜ୍ଞା ଦେଇ ସେମାନେ ପରସ୍ପର ମଧ୍ୟରେ ପରାମର୍ଶ କରି କହିବାକୁ ଲାଗିଲେ ଏହି ଲୋକମାନଙ୍କ ପ୍ରତି କ'ଣ କରିବା ?
16କାରଣ ଏମାନଙ୍କ ଦ୍ୱାରା ଯେ, ଗୋଟିଏ ମହା ଆଶ୍ଚର୍ଯ୍ୟକର୍ମ ସାଧିତ ହୋଇଅଛି ଏହା ଯିରୂୂଶାଲମ ନିବାସୀସମସ୍ତଙ୍କ ନିକଟରେ ପ୍ରକାଶିତ ହୋଇଅଛି, ଆଉ ଆମ୍ଭେମାନେ ତାହା ଅସ୍ୱୀକାର କରି ନ ପାରୁ;

Read ପ୍ରେରିତ 4ପ୍ରେରିତ 4
Compare ପ୍ରେରିତ 4:14-16ପ୍ରେରିତ 4:14-16