Text copied!
Bibles in Odia

ପ୍ରେରିତ 4:14-16 in Odia

Help us?

ପ୍ରେରିତ 4:14-16 in ଓଡିଆ ବାଇବେଲ

14 ଆଉ ସେହି ସୁସ୍ଥ ହୋଇଥିବା ଲୋକଟି ସେମାନଙ୍କ ସାଙ୍ଗରେ ଠିଆ ହୋଇଥିବାର ଦେଖି, ସେମାନଙ୍କ ବିରୁଦ୍ଧରେ କିଛି କହି ପାରିଲେ ନାହିଁ ।
15 ପରେ ସେମାନଙ୍କୁ ସଭାରୁ ବାହାରିଯିବାକୁ ଆଜ୍ଞା ଦେଇ ସେମାନେ ପରସ୍ପର ମଧ୍ୟରେ ପରାମର୍ଶ କରି କହିବାକୁ ଲାଗିଲେ ଏହି ଲୋକମାନଙ୍କ ପ୍ରତି କ'ଣ କରିବା ?
16 କାରଣ ଏମାନଙ୍କ ଦ୍ୱାରା ଯେ, ଗୋଟିଏ ମହା ଆଶ୍ଚର୍ଯ୍ୟକର୍ମ ସାଧିତ ହୋଇଅଛି ଏହା ଯିରୂୂଶାଲମ ନିବାସୀସମସ୍ତଙ୍କ ନିକଟରେ ପ୍ରକାଶିତ ହୋଇଅଛି, ଆଉ ଆମ୍ଭେମାନେ ତାହା ଅସ୍ୱୀକାର କରି ନ ପାରୁ;
ପ୍ରେରିତ 4 in ଓଡିଆ ବାଇବେଲ