Text copied!
Bibles in Odia

ପ୍ରେରିତ 4:22-24 in Odia

Help us?

ପ୍ରେରିତ 4:22-24 in ଓଡିଆ ବାଇବେଲ

22 କାରଣ ଯେଉଁ ଲୋକଠାରେ ସେହି ଆରୋଗ୍ୟର ଆଶ୍ଚର୍ଯ୍ୟକର୍ମ କରାଯାଇଥିଲା, ତାହାର ବୟସ ଚାଳିଶ ବର୍ଷରୁ ଊର୍ଦ୍ଧ୍ୱ ଥିଲା ।
23 ଶିଷ୍ୟମାନେ ମୁକ୍ତ ହୋଇ ଆପଣା ସଙ୍ଗୀମାନଙ୍କ ନିକଟକୁ ଗଲେ ଏବଂ ପ୍ରଧାନ ଯାଜକ ଓ ପ୍ରାଚୀନମାନେ ସେମାନଙ୍କୁ ଯାହା ଯାହା କହିଥିଲେ, ସେହି ସବୁ ଜଣାଇଲେ ।
24 ସେମାନେ ତାହା ଶୁଣି ଏକଚିତ୍ତରେ ଈଶ୍ୱରଙ୍କ ନିକଟରେ ଉଚ୍ଚସ୍ୱରରେ ପ୍ରାର୍ଥନା କରି କହିଲେ, ହେ ପ୍ରଭୁ ତୁମ୍ଭେ ଆକାଶ, ପୃଥିବୀ, ସମୁଦ୍ର ଏବଂ ସେ ସବୁ ମଧ୍ୟରେ ଥିବା ସମସ୍ତ ବିଷୟ ସୃଷ୍ଟି କରିଅଛ ।
ପ୍ରେରିତ 4 in ଓଡିଆ ବାଇବେଲ