Text copied!
Bibles in Odia

ପ୍ରେରିତ 5:7-9 in Odia

Help us?

ପ୍ରେରିତ 5:7-9 in ଓଡିଆ ବାଇବେଲ

7 ପ୍ରାୟ ତିନି ଘଣ୍ଟା ପରେ ତାହାର ଭାର୍ଯ୍ୟା ଆସିଲା, କିନ୍ତୁ କ'ଣ ଘଟିଅଛି, ତାହା ସେ ଜାଣି ନ ଥିଲା ।
8 ଆଉ, ପିତର ତାହାକୁ ଉତ୍ତର ଦେଲେ, "କୁହ ତ, ତୁମ୍ଭେମାନେ କଅଣ ଏତିକି ଟଙ୍କାରେ ଭୂମି ବିକ୍ରୟ କଲ" ? ସେ କହିଲା, ହଁ, ସେତିକିରେ ।
9 ସେଥିରେ ପିତର ତାହାକୁ କହିଲେ, "ପ୍ରଭୁଙ୍କ ଆତ୍ମାଙ୍କୁ ପରୀକ୍ଷା କରିବା ନିମନ୍ତେ ତୁମ୍ଭେମାନେ କାହିଁକି ଏକମତ ହେଲ" ? ଦେଖ, ଯେଉଁମାନେ ତୁମ୍ଭ ସ୍ୱାମୀକୁ ସମାଧି ଦେଇଛନ୍ତି, ସେମାନେ ଦ୍ୱାର ପାଖରେ ଉପସ୍ଥିତ ହେଲେଣି, ଆଉ ସେମାନେ ତୁମ୍ଭକୁ ବାହାରକୁ ବହିନେଇଯିବେ ।
ପ୍ରେରିତ 5 in ଓଡିଆ ବାଇବେଲ