Text copied!
Bibles in Odia

ପ୍ରେରିତ 8:32-34 in Odia

Help us?

ପ୍ରେରିତ 8:32-34 in ଓଡିଆ ବାଇବେଲ

32 ଶାସ୍ତ୍ରର ଯେଉଁ ଅଂଶ ସେ ପାଠ କରୁଥିଲେ, ତାହା ଏହି, ସେ ମେଷ ତୁଲ୍ୟ ହତ ହେବା ନିମନ୍ତେ ନିଆଗଲେ, ପୁଣି, ଲୋମଚ୍ଛେଦକ ସମ୍ମୁଖରେ ମେଷଶାବକଯେପରି ନୀରବ ରୁହେ, ସେହିପରି ସେ ଆପଣା ମୁଖ ଫିଟାଇଲେ ନାହିଁ ।
33 ତାହାଙ୍କ ଅବନତ ହେବାରେ ତାହାଙ୍କ ଦଣ୍ଡ ଅପସାରିତ ହେଲା; ତାହାଙ୍କ ବଂଶ କିଏ ବର୍ଣ୍ଣନା କରି ପାରିବ ? କାରଣ ତାହାଙ୍କ ପ୍ରାଣ ପୃଥିବୀରୁ ଅପସାରିତ ହେଲା ।
34 ନପୁଂସକ ଉତ୍ତର ଦେଇ ଫିଲିପ୍ପଙ୍କ କହିଲେ, ମୁଁ ଆପଣଙ୍କୁ ନିବେଦନ କରେ, ଭାବବାଦୀ କାହା ବିଷୟରେ ଏକଥା କହନ୍ତି ? ଆପଣା ବା ଆଉ କାହା ବିଷୟରେ ?
ପ୍ରେରିତ 8 in ଓଡିଆ ବାଇବେଲ