Text copied!
CopyCompare
ଓଡିଆ ବାଇବେଲ - ପ୍ରେରିତ - ପ୍ରେରିତ 9

ପ୍ରେରିତ 9:39-41

Help us?
Click on verse(s) to share them!
39ଏଣୁ ପିତର ଉଠି ସେମାନଙ୍କ ସାଙ୍ଗରେ ଗଲେ । ସେ ଆସନ୍ତେ, ସେମାନେ ତାହାଙ୍କୁ ସେହି ଉପର କୋଠରୀକୁ ଘେନିଗଲେ, ଆଉ ବିଧବାମାନେ ସମସ୍ତେ ତାହାଙ୍କୁ ଘେରି ବିଳାପ କରୁ କରୁ, ଦର୍କା ସେମାନଙ୍କ ସାଙ୍ଗରେ ଥିବା ସମୟରେ ଯେଉଁ ସବୁ ଅଙ୍ଗରଖା ଓ ବସ୍ତ୍ରଗୁଡ଼ିକ ବୁଣିଥିଲେ, ସେହି ସବୁ ଦେଖାଇବାକୁ ଲାଗିଲେ ।
40କିନ୍ତୁ, ପିତର ସମସ୍ତଙ୍କୁ ବାହାର କରିଦେଇ ଆଣ୍ଠୁ ମାଡ଼ି ପ୍ରାର୍ଥନା କଲେ, ପୁଣି, ଶବ ଆଡ଼କୁ ବୁଲିପଡ଼ି କହିଲେ, ଟାବୀଥା, ଉଠ । ସେଥିରେ ସେ ଆଖି ମେଲା କଲେ, ଆଉ ପିତରକୁ ଦେଖି ଉଠି ବସିଲେ ।
41ପୁଣି, ସେ ହାତ ଦେଇ ତାହାଙ୍କୁ ଉଠାଇଲେ ଏବଂ ସାଧୁମାନଙ୍କୁ ଓ ବିଧବାମାନଙ୍କୁ ଡାକି ତାହାଙ୍କୁ ଜୀବିତ ଦେଖାଇଲେ ।

Read ପ୍ରେରିତ 9ପ୍ରେରିତ 9
Compare ପ୍ରେରିତ 9:39-41ପ୍ରେରିତ 9:39-41