3 ପୁଣି, ହେ ପ୍ରକୃତ ସହକାରୀ, ଏହି ମହିଳାମାନଙ୍କୁ ସାହାଯ୍ୟ କରିବା ପାଇଁ ତୁମ୍ଭକୁ ମଧ୍ୟ ନିବେଦନ କରୁଅଛି, କାରଣ ଏମାନେ କ୍ଳେମେନ୍ସ୍ ଓ ମୋହର ଅନ୍ୟ ସହକର୍ମୀମାନଙ୍କ ସଙ୍ଗରେ ସୁସମାଚାର କାର୍ଯ୍ୟରେ ମୋ' ସହିତ ପରିଶ୍ରମ କରିଅଛନ୍ତି; ସେହି ସହକର୍ମୀମାନଙ୍କର ନାମ ଜୀବନ ପୁସ୍ତକରେ ଅଛି ।
4 ସର୍ବଦା ପ୍ରଭୁଙ୍କଠାରେ ଆନନ୍ଦ କର, ପୁନଶ୍ଚ କହୁଅଛି, ଆନନ୍ଦ କର ।