Text copied!
CopyCompare
ଓଡିଆ ବାଇବେଲ - ବିଚାରକର୍ତ୍ତା - ବିଚାରକର୍ତ୍ତା 10

ବିଚାରକର୍ତ୍ତା 10:8-11

Help us?
Click on verse(s) to share them!
8ତହିଁରେ ସେମାନେ ସେହି ବର୍ଷ ଇସ୍ରାଏଲ ସନ୍ତାନଗଣକୁ ଚୂର୍ଣ୍ଣଶୀର୍ଣ୍ଣ କଲେ; ସେମାନେ ଅଠର ବର୍ଷ ପର୍ଯ୍ୟନ୍ତ ଯର୍ଦ୍ଦନପାରିସ୍ଥ ଗିଲୀୟଦର ଅନ୍ତର୍ଗତ ଇମୋରୀୟ ଦେଶ ନିବାସୀ ସମସ୍ତ ଇସ୍ରାଏଲ ସନ୍ତାନ ପ୍ରତି (ଏପରି କଲେ)।
9ଆହୁରି ଅମ୍ମୋନ-ସନ୍ତାନମାନେ ଯିହୁଦା ବିରୁଦ୍ଧରେ, ବିନ୍ୟାମୀନ୍ ବିରୁଦ୍ଧରେ, ଇଫ୍ରୟିମ ବଂଶ ବିରୁଦ୍ଧରେ ଯୁଦ୍ଧ କରିବା ପାଇଁ ଯର୍ଦ୍ଦନ ପାର ହୋଇଗଲେ; ତହିଁରେ ଇସ୍ରାଏଲ ଅତିଶୟ କ୍ଲେଶ ପାଇଲେ।
10ତେଣୁ ଇସ୍ରାଏଲ ସନ୍ତାନଗଣ ସଦାପ୍ରଭୁଙ୍କ ନିକଟରେ କ୍ରନ୍ଦନ କରି କହିଲେ, ଆମ୍ଭେମାନେ ତୁମ୍ଭ ବିରୁଦ୍ଧରେ ପାପ କରିଅଛୁ, କାରଣ ଆମ୍ଭେମାନେ ଆପଣାମାନଙ୍କ ପରମେଶ୍ୱରଙ୍କୁ ପରିତ୍ୟାଗ କରିଅଛୁ ଓ ବାଲ୍‍ ଦେବତାଗଣର ସେବା କରିଅଛୁ।
11ତହିଁରେ ସଦାପ୍ରଭୁ ଇସ୍ରାଏଲ ସନ୍ତାନଗଣକୁ କହିଲେ, ଆମ୍ଭେ କି ମିସ୍ରୀୟମାନଙ୍କଠାରୁ ଓ ଇମୋରୀୟମାନଙ୍କଠାରୁ, ଅମ୍ମୋନ-ସନ୍ତାନମାନଙ୍କଠାରୁ ଓ ପଲେଷ୍ଟୀୟମାନଙ୍କଠାରୁ ତୁମ୍ଭମାନଙ୍କୁ ଉଦ୍ଧାର କରି ନାହୁଁ ?

Read ବିଚାରକର୍ତ୍ତା 10ବିଚାରକର୍ତ୍ତା 10
Compare ବିଚାରକର୍ତ୍ତା 10:8-11ବିଚାରକର୍ତ୍ତା 10:8-11