Text copied!
CopyCompare
ଓଡିଆ ବାଇବେଲ - ବିଚାରକର୍ତ୍ତା - ବିଚାରକର୍ତ୍ତା 11

ବିଚାରକର୍ତ୍ତା 11:11-12

Help us?
Click on verse(s) to share them!
11ଏଥିରେ ଯିପ୍ତହ ଗିଲୀୟଦର ପ୍ରାଚୀନବର୍ଗ ସହିତ ଗଲେ, ଆଉ ଲୋକମାନେ ତାଙ୍କୁ ଆପଣାମାନଙ୍କର ମସ୍ତକ ସ୍ୱରୂପ ଓ ଶାସନକର୍ତ୍ତା କଲେ; ପୁଣି ଯିପ୍ତହ ମିସ୍ପାରେ ସଦାପ୍ରଭୁଙ୍କ ସମ୍ମୁଖରେ ଆପଣାର ସମସ୍ତ କଥା କହିଲେ।
12ଏଥିଉତ୍ତାରେ ଯିପ୍ତହ ଅମ୍ମୋନ-ସନ୍ତାନଗଣର ରାଜା ନିକଟକୁ ଦୂତ ପଠାଇ କହିଲେ, ମୋହର ବିରୁଦ୍ଧରେ ତୁମ୍ଭର କି ସମସ୍ୟା ଅଛି ଯେ, ତୁମ୍ଭେ ମୋହର ଦେଶ ବିରୁଦ୍ଧରେ ଯୁଦ୍ଧ କରିବା ପାଇଁ ମୋହର ନିକଟକୁ ଆସିଅଛ ?

Read ବିଚାରକର୍ତ୍ତା 11ବିଚାରକର୍ତ୍ତା 11
Compare ବିଚାରକର୍ତ୍ତା 11:11-12ବିଚାରକର୍ତ୍ତା 11:11-12