Text copied!
CopyCompare
ଓଡିଆ ବାଇବେଲ - ବିଚାରକର୍ତ୍ତା - ବିଚାରକର୍ତ୍ତା 14

ବିଚାରକର୍ତ୍ତା 14:14-15

Help us?
Click on verse(s) to share them!
14ତହିଁରେ ସେ ସେମାନଙ୍କୁ କହିଲା, ଖାଦକଠାରୁ ଖାଦ୍ୟ ଓ ବଳବାନ‍ଠାରୁ ମିଷ୍ଟତା ନିର୍ଗତ ହେଲା। ମାତ୍ର ସେମାନେ ତିନି ଦିନ ଯାଏ ପ୍ରହେଳିକାର ଅର୍ଥ ଜଣାଇ ପାରିଲେ ନାହିଁ।
15ତହୁଁ ଚତୁର୍ଥ ଦିନରେ ସେମାନେ ଶାମ୍‍ଶୋନ୍‍ର ଭାର୍ଯ୍ୟାକୁ କହିଲେ, ପ୍ରହେଳିକାର ଅର୍ଥ କହିବା ପାଇଁ ତୁମ୍ଭେ ଆପଣା ସ୍ୱାମୀକି ମଣାଅ, ନୋହିଲେ ଆମ୍ଭେମାନେ ତୁମ୍ଭକୁ ଓ ତୁମ୍ଭର ପିତୃଗୃହକୁ ଅଗ୍ନିରେ ଦଗ୍ଧ କରିବୁ। ଆଉ ତୁମ୍ଭେମାନେ ଆମ୍ଭମାନଙ୍କୁ ନିର୍ଦ୍ଧନ କରିବାକୁ ଡାକିଛ ପରା ? ନୁହେଁ ?

Read ବିଚାରକର୍ତ୍ତା 14ବିଚାରକର୍ତ୍ତା 14
Compare ବିଚାରକର୍ତ୍ତା 14:14-15ବିଚାରକର୍ତ୍ତା 14:14-15