Text copied!
CopyCompare
ଓଡିଆ ବାଇବେଲ - ବିଚାରକର୍ତ୍ତା - ବିଚାରକର୍ତ୍ତା 14

ବିଚାରକର୍ତ୍ତା 14:3-5

Help us?
Click on verse(s) to share them!
3ତେବେ ତାହାର ପିତା ଓ ମାତା ତାହାକୁ କହିଲେ, ତୁମ୍ଭ ଭ୍ରାତୃଗଣର ଅବା ଆମ୍ଭ ସମୁଦାୟ ଲୋକଙ୍କର କନ୍ୟାଗଣ ମଧ୍ୟରେ କି ଜଣେ ସ୍ତ୍ରୀ ନାହିଁ, ଯେ ତୁମ୍ଭେ ଅସୁନ୍ନତ ପଲେଷ୍ଟୀୟମାନଙ୍କ ମଧ୍ୟରୁ ଭାର୍ଯ୍ୟା ଗ୍ରହଣ କରିବାକୁ ଯିବ ? ତହିଁରେ ଶାମ୍‍ଶୋନ୍‍ ଆପଣା ପିତାକୁ କହିଲା, ତାହାକୁ ମୋ’ ପାଇଁ ଆଣ; ସେ ମୋ’ ଦୃଷ୍ଟିରେ ପସନ୍ଦ।
4ମାତ୍ର ପଲେଷ୍ଟୀୟମାନଙ୍କ ପ୍ରତିକୂଳରେ ଛିଦ୍ର ପାଇବା ଚେଷ୍ଟାରେ ଏହି ଘଟଣା ଯେ ସଦାପ୍ରଭୁଙ୍କ ଆଡ଼ୁ ହେଲା, ଏହା ତାହାର ପିତାମାତା ଜାଣିଲେ ନାହିଁ। ସେ ସମୟରେ ପଲେଷ୍ଟୀୟମାନେ ଇସ୍ରାଏଲ ଉପରେ କର୍ତ୍ତୃତ୍ୱ କରୁଥିଲେ।
5ଏଥିଉତ୍ତାରେ ଶାମ୍‍ଶୋନ୍‍ ଓ ତାହାର ପିତାମାତା ତିମ୍ନାକୁ ଯାଇ ତିମ୍ନାସ୍ଥିତ ଦ୍ରାକ୍ଷାକ୍ଷେତ୍ରରେ ଉପସ୍ଥିତ ହେଲେ। ତହିଁରେ ଦେଖ, ଏକ ଯୁବା ସିଂହ ତାହାକୁ ହାବୁଡ଼ି ଗର୍ଜ୍ଜନ କଲା।

Read ବିଚାରକର୍ତ୍ତା 14ବିଚାରକର୍ତ୍ତା 14
Compare ବିଚାରକର୍ତ୍ତା 14:3-5ବିଚାରକର୍ତ୍ତା 14:3-5