Text copied!
CopyCompare
ଓଡିଆ ବାଇବେଲ - ବିଚାରକର୍ତ୍ତା - ବିଚାରକର୍ତ୍ତା 16

ବିଚାରକର୍ତ୍ତା 16:9

Help us?
Click on verse(s) to share them!
9ସେ ସମୟରେ ତାହାର ଅନ୍ତଃପୁରରେ ଲୋକମାନେ ଛକି ବସିଲେ। ଏଥିରେ ସେ ତାହାକୁ କହିଲା, ଶାମ୍‍ଶୋନ୍‍, ପଲେଷ୍ଟୀୟମାନେ ତୁମ୍ଭକୁ ଧରିଲେ। ତହିଁରେ ଅଗ୍ନି ବାସନା ବାଜିଲେ ଯେପରି ଛଣପଟ ସୁତୁଲି ଛିଣ୍ଡିଯାଏ, ସେପରି ସେ ସବୁ ତନ୍ତ ଛିଣ୍ଡାଇ ପକାଇଲା। ଏହିରୂପେ ତାହାର ବଳର ରହସ୍ୟ ଜଣାଗଲା ନାହିଁ।

Read ବିଚାରକର୍ତ୍ତା 16ବିଚାରକର୍ତ୍ତା 16
Compare ବିଚାରକର୍ତ୍ତା 16:9ବିଚାରକର୍ତ୍ତା 16:9