Text copied!
CopyCompare
ଓଡିଆ ବାଇବେଲ - ବିଚାରକର୍ତ୍ତା - ବିଚାରକର୍ତ୍ତା 19

ବିଚାରକର୍ତ୍ତା 19:16-17

Help us?
Click on verse(s) to share them!
16ସେତେବେଳେ ଦେଖ, ଜଣେ ବୃଦ୍ଧ ସନ୍ଧ୍ୟା କାଳେ ଆପଣା କ୍ଷେତ୍ରର କର୍ମରୁ ଆସୁଥିଲା; ସେ ଇଫ୍ରୟିମ ପର୍ବତମୟ ଦେଶର ଲୋକ ଓ ଗିବୀୟାରେ ପ୍ରବାସ କରୁଥିଲା; ମାତ୍ର ସେ ସ୍ଥାନର ଲୋକମାନେ ବିନ୍ୟାମୀନ୍ ବଂଶୀୟ ଥିଲେ।
17ପୁଣି ସେ ଲୋକ ଅନାଇ ନଗରର ଦାଣ୍ଡରେ ସେହି ପଥିକକୁ ଦେଖିଲା ଓ ସେହି ବୃଦ୍ଧ ଲୋକ ପଚାରିଲା, ତୁମ୍ଭେ କେଉଁଠାକୁ ଯାଉଅଛ ? ପୁଣି କେଉଁଠାରୁ ଆସିଅଛ ?

Read ବିଚାରକର୍ତ୍ତା 19ବିଚାରକର୍ତ୍ତା 19
Compare ବିଚାରକର୍ତ୍ତା 19:16-17ବିଚାରକର୍ତ୍ତା 19:16-17