Text copied!
CopyCompare
ଓଡିଆ ବାଇବେଲ - ବିଚାରକର୍ତ୍ତା - ବିଚାରକର୍ତ୍ତା 20

ବିଚାରକର୍ତ୍ତା 20:36-37

Help us?
Click on verse(s) to share them!
36ଏହିରୂପେ ବିନ୍ୟାମୀନ୍-ସନ୍ତାନଗଣ ଆପଣାମାନଙ୍କୁ ପରାସ୍ତ ହେବାର ଦେଖିଲେ; କାରଣ ଇସ୍ରାଏଲୀୟ ଲୋକମାନେ ଗିବୀୟାରେ ଛକି ବସାଇଥିବା ଲୋକମାନଙ୍କ ଉପରେ ନିର୍ଭର ରଖି ବିନ୍ୟାମୀନ୍‍କୁ ସ୍ଥାନ ଛାଡ଼ିଦେଲେ।
37ଏଥିମଧ୍ୟରେ ଛକି ବସିବା ଲୋକମାନେ ଶୀଘ୍ର ମାଡ଼ି ଆସି ଗିବୀୟା ଆକ୍ରମଣ କଲେ; ପୁଣି ଛକି ବସିବା ଲୋକମାନେ ଆସି ଖଡ୍ଗଧାରରେ ସମସ୍ତ ନଗର ଆଘାତ କଲେ।

Read ବିଚାରକର୍ତ୍ତା 20ବିଚାରକର୍ତ୍ତା 20
Compare ବିଚାରକର୍ତ୍ତା 20:36-37ବିଚାରକର୍ତ୍ତା 20:36-37