Text copied!
Bibles in Odia

ବିଚାରକର୍ତ୍ତା 20:36-37 in Odia

Help us?

ବିଚାରକର୍ତ୍ତା 20:36-37 in ଓଡିଆ ବାଇବେଲ

36 ଏହିରୂପେ ବିନ୍ୟାମୀନ୍-ସନ୍ତାନଗଣ ଆପଣାମାନଙ୍କୁ ପରାସ୍ତ ହେବାର ଦେଖିଲେ; କାରଣ ଇସ୍ରାଏଲୀୟ ଲୋକମାନେ ଗିବୀୟାରେ ଛକି ବସାଇଥିବା ଲୋକମାନଙ୍କ ଉପରେ ନିର୍ଭର ରଖି ବିନ୍ୟାମୀନ୍‍କୁ ସ୍ଥାନ ଛାଡ଼ିଦେଲେ।
37 ଏଥିମଧ୍ୟରେ ଛକି ବସିବା ଲୋକମାନେ ଶୀଘ୍ର ମାଡ଼ି ଆସି ଗିବୀୟା ଆକ୍ରମଣ କଲେ; ପୁଣି ଛକି ବସିବା ଲୋକମାନେ ଆସି ଖଡ୍ଗଧାରରେ ସମସ୍ତ ନଗର ଆଘାତ କଲେ।
ବିଚାରକର୍ତ୍ତା 20 in ଓଡିଆ ବାଇବେଲ