Text copied!
CopyCompare
ଓଡିଆ ବାଇବେଲ - ବିଚାରକର୍ତ୍ତା - ବିଚାରକର୍ତ୍ତା 21

ବିଚାରକର୍ତ୍ତା 21:17-18

Help us?
Click on verse(s) to share them!
17ଆହୁରି ସେମାନେ କହିଲେ, ଇସ୍ରାଏଲ ମଧ୍ୟରୁ ଏକ ବଂଶର ଲୋପ ଯେପରି ନ ହୁଏ, ଏଥିପାଇଁ ବିନ୍ୟାମୀନ୍‍ର ଅଧିକାର ସେହି ଅବଶିଷ୍ଟ ଲୋକମାନଙ୍କର ହେଉ।
18ତଥାପି ଆମ୍ଭେମାନେ ସେମାନଙ୍କ ସହିତ ଆପଣାମାନଙ୍କ କନ୍ୟାର ବିବାହ ଦେଇ ନ ପାରୁ, କାରଣ ଯେ କେହି ବିନ୍ୟାମୀନ୍‍କୁ କନ୍ୟା ଦେବ, ସେ ଶାପଗ୍ରସ୍ତ ହେଉ ବୋଲି କହି ଇସ୍ରାଏଲ ସନ୍ତାନଗଣ ଶପଥ କରିଅଛନ୍ତି।

Read ବିଚାରକର୍ତ୍ତା 21ବିଚାରକର୍ତ୍ତା 21
Compare ବିଚାରକର୍ତ୍ତା 21:17-18ବିଚାରକର୍ତ୍ତା 21:17-18