Text copied!
CopyCompare
ଓଡିଆ ବାଇବେଲ - ବିଚାରକର୍ତ୍ତା - ବିଚାରକର୍ତ୍ତା 5

ବିଚାରକର୍ତ୍ତା 5:28-29

Help us?
Click on verse(s) to share them!
28ସୀଷରାର ମାତା ଝରକା ଦେଇ ଚାହିଁ ଚାହିଁ ଡାକି କହିଲା, ସେ ଜାଲି ପରଦା ଦେଇ ଡାକି କହିଲା, ତାହାର ରଥ ଆସିବାକୁ କାହିଁକି ଏତେ ବିଳମ୍ବ କରୁଛି ? ତାହାର ରଥଚକ୍ର କାହିଁକି ପଛେ ପଡ଼ୁଅଛି ?
29ତାହାର ଜ୍ଞାନବତୀ ସହଚରୀମାନେ ତାହାକୁ ଉତ୍ତର ଦେଲେ, ହଁ, ସେ ମଧ୍ୟ ଆପେ ଆପଣାକୁ ଉତ୍ତର ଦେଇ କହିଲା,

Read ବିଚାରକର୍ତ୍ତା 5ବିଚାରକର୍ତ୍ତା 5
Compare ବିଚାରକର୍ତ୍ତା 5:28-29ବିଚାରକର୍ତ୍ତା 5:28-29