Text copied!
CopyCompare
ଓଡିଆ ବାଇବେଲ - ବିଚାରକର୍ତ୍ତା - ବିଚାରକର୍ତ୍ତା 6

ବିଚାରକର୍ତ୍ତା 6:14-16

Help us?
Click on verse(s) to share them!
14ସେତେବେଳେ ସଦାପ୍ରଭୁ ତାଙ୍କୁ ଅନାଇ କହିଲେ, ତୁମ୍ଭେ ଆପଣା ଏହି ବଳରେ ଯାଇ ମିଦୀୟନ ହସ୍ତରୁ ଇସ୍ରାଏଲକୁ ଉଦ୍ଧାର କର; ଆମ୍ଭେ କି ତୁମ୍ଭକୁ ପଠାଇ ନାହୁଁ ?
15ତହୁଁ ସେ ତାହାଙ୍କୁ କହିଲେ, ହେ ପ୍ରଭୁ, ମୁଁ କାହିଁରେ ଇସ୍ରାଏଲକୁ ଉଦ୍ଧାର କରିବି ? ଦେଖ, ମନଃଶି (ବଂଶ) ମଧ୍ୟରେ ମୋହର ପରିବାର ସବୁଠାରୁ କ୍ଷୀଣ, ପୁଣି ମୋ’ ପିତୃଗୃହ ମଧ୍ୟରେ ମୁଁ ସବୁଠୁଁ କନିଷ୍ଠ।
16ତେବେ ସଦାପ୍ରଭୁ ତାହାକୁ କହିଲେ, ଆମ୍ଭେ ନିଶ୍ଚୟ ତୁମ୍ଭ ସଙ୍ଗେ ହେବା, ତହିଁରେ ତୁମ୍ଭେ ମିଦୀୟନୀୟମାନଙ୍କୁ ଏପରି ସଂହାର କରିବ ଯେପରି ଏକଜଣକୁ ସଂହାର କରୁଅଛ।

Read ବିଚାରକର୍ତ୍ତା 6ବିଚାରକର୍ତ୍ତା 6
Compare ବିଚାରକର୍ତ୍ତା 6:14-16ବିଚାରକର୍ତ୍ତା 6:14-16