Text copied!
Bibles in Odia

ବିଚାରକର୍ତ୍ତା 6:14-16 in Odia

Help us?

ବିଚାରକର୍ତ୍ତା 6:14-16 in ଓଡିଆ ବାଇବେଲ

14 ସେତେବେଳେ ସଦାପ୍ରଭୁ ତାଙ୍କୁ ଅନାଇ କହିଲେ, ତୁମ୍ଭେ ଆପଣା ଏହି ବଳରେ ଯାଇ ମିଦୀୟନ ହସ୍ତରୁ ଇସ୍ରାଏଲକୁ ଉଦ୍ଧାର କର; ଆମ୍ଭେ କି ତୁମ୍ଭକୁ ପଠାଇ ନାହୁଁ ?
15 ତହୁଁ ସେ ତାହାଙ୍କୁ କହିଲେ, ହେ ପ୍ରଭୁ, ମୁଁ କାହିଁରେ ଇସ୍ରାଏଲକୁ ଉଦ୍ଧାର କରିବି ? ଦେଖ, ମନଃଶି (ବଂଶ) ମଧ୍ୟରେ ମୋହର ପରିବାର ସବୁଠାରୁ କ୍ଷୀଣ, ପୁଣି ମୋ’ ପିତୃଗୃହ ମଧ୍ୟରେ ମୁଁ ସବୁଠୁଁ କନିଷ୍ଠ।
16 ତେବେ ସଦାପ୍ରଭୁ ତାହାକୁ କହିଲେ, ଆମ୍ଭେ ନିଶ୍ଚୟ ତୁମ୍ଭ ସଙ୍ଗେ ହେବା, ତହିଁରେ ତୁମ୍ଭେ ମିଦୀୟନୀୟମାନଙ୍କୁ ଏପରି ସଂହାର କରିବ ଯେପରି ଏକଜଣକୁ ସଂହାର କରୁଅଛ।
ବିଚାରକର୍ତ୍ତା 6 in ଓଡିଆ ବାଇବେଲ