Text copied!
CopyCompare
ଓଡିଆ ବାଇବେଲ - ବିଚାରକର୍ତ୍ତା - ବିଚାରକର୍ତ୍ତା 6

ବିଚାରକର୍ତ୍ତା 6:20-22

Help us?
Click on verse(s) to share them!
20ତହୁଁ ପରମେଶ୍ୱରଙ୍କ ଦୂତ ତାଙ୍କୁ କହିଲେ, ଏହି ମାଂସ ଓ ତାଡ଼ିଶୂନ୍ୟ ପିଠାସବୁ ନେଇ ଏହି ଶୈଳ ଉପରେ ରଖ ଓ ତହିଁ ଉପରେ ଝୋଳ ଢାଳ; ତହୁଁ ସେ ସେପରି କଲେ।
21ତେବେ ସଦାପ୍ରଭୁଙ୍କ ଦୂତ ଆପଣା ହସ୍ତସ୍ଥିତ ଯଷ୍ଟିର ଅଗ୍ର ବଢ଼ାଇ ସେହି ମାଂସ ଓ ତାଡ଼ିଶୂନ୍ୟ ପିଠା ସ୍ପର୍ଶ କଲେ; ଏଥିରେ ସେହି ଶୈଳରୁ ଅଗ୍ନି ବାହାରି ସେହି ମାଂସ ଓ ତାଡ଼ିଶୂନ୍ୟ ପିଠା ଦଗ୍ଧ କଲା; ତହୁଁ ସଦାପ୍ରଭୁଙ୍କ ଦୂତ ତାହାର ଦୃଷ୍ଟିଗୋଚରରୁ ପ୍ରସ୍ଥାନ କଲେ।
22ତହିଁରେ ସେ ଯେ ସଦାପ୍ରଭୁଙ୍କ ଦୂତ, ଏହା ଗିଦିୟୋନ୍‍ ବୁଝିଲେ; ପୁଣି ଗିଦିୟୋନ୍‍ କହିଲେ, ହାୟ ହାୟ ! ହେ ପ୍ରଭୁ, ସଦାପ୍ରଭୁ, ମୁଁ ସମ୍ମୁଖାସମ୍ମୁଖୀ ହୋଇ ସଦାପ୍ରଭୁଙ୍କ ଦୂତଙ୍କୁ ଦେଖିଲି।

Read ବିଚାରକର୍ତ୍ତା 6ବିଚାରକର୍ତ୍ତା 6
Compare ବିଚାରକର୍ତ୍ତା 6:20-22ବିଚାରକର୍ତ୍ତା 6:20-22