Text copied!
Bibles in Odia

ବିଚାରକର୍ତ୍ତା 7:15-17 in Odia

Help us?

ବିଚାରକର୍ତ୍ତା 7:15-17 in ଓଡିଆ ବାଇବେଲ

15 ସେତେବେଳେ ଗିଦିୟୋନ୍‍ ସେହି ସ୍ୱପ୍ନର କଥା ଓ ତହିଁର ଅର୍ଥ ଶୁଣି ପ୍ରଣାମ କଲେ; ପୁଣି ସେ ଇସ୍ରାଏଲ ଛାଉଣିକୁ ଫେରି ଆସି କହିଲେ, ଉଠ, କାରଣ ସଦାପ୍ରଭୁ ତୁମ୍ଭମାନଙ୍କ ହସ୍ତରେ ମିଦୀୟନୀୟ ସୈନ୍ୟଦଳକୁ ସମର୍ପଣ କରିଅଛନ୍ତି।
16 ତହୁଁ ସେ ସେହି ତିନି ଶହ ଲୋକଙ୍କୁ ତିନି ଦଳରେ ବିଭାଗ କରି ସେସମସ୍ତଙ୍କ ହସ୍ତରେ ତୂରୀ ଓ ଶୂନ୍ୟ କଳଶ ଓ କଳଶ ମଧ୍ୟରେ ଦିହୁଡ଼ି ଦେଲେ।
17 ଆଉ ସେ ସେମାନଙ୍କୁ କହିଲେ, ତୁମ୍ଭେମାନେ ମୋ’ ପ୍ରତି ଦୃଷ୍ଟି ରଖି ମୋ’ ପରି କର୍ମ କର; ପୁଣି ମୁଁ ଛାଉଣି ବାହାରସ୍ଥ ସୀମା-ପ୍ରାନ୍ତରେ ଉପସ୍ଥିତ ହେଲେ ଯେରୂପ କରିବି, ତୁମ୍ଭେମାନେ ମଧ୍ୟ ସେରୂପ କରିବ।
ବିଚାରକର୍ତ୍ତା 7 in ଓଡିଆ ବାଇବେଲ