Text copied!
CopyCompare
ଓଡିଆ ବାଇବେଲ - ମାଥିଉ - ମାଥିଉ 10

ମାଥିଉ 10:35-39

Help us?
Click on verse(s) to share them!
35କାରଣ ମୁଁ ପିତାଙ୍କ ସହିତ ପୁତ୍ରର ଓ ମାତା ସହିତ କନ୍ୟାର ପୁଣି, ଶାଶୁ ସହିତ ବୋହୁର ବିରୋଧ ବଢାଇବାକୁ ଆସିଅଛି,
36ଆଉ ମନୁଷ୍ୟର ନିଜ ପରିଜନ ହିଁ ତାହାର ଶତ୍ରୁ ହେବେ ।
37ଯେ ପିତା କି ମାତାକୁ ମୋଠାରୁ ଅଧିକ ପ୍ରିୟ ଜ୍ଞାନ କରେ, ସେ ମୋହର ଯୋଗ୍ୟ ନୁହେଁ, ପୁଣି, ଯେ ପୁତ୍ର କି କନ୍ୟାକୁ ମୋଠାରୁ ଅଧିକ ପ୍ରେମ କରେ, ସେ ମୋହର ଯୋଗ୍ୟ ନୁହେଁ ।
38ଆଉ ଯେ ଆପଣା କ୍ରୁଶ ନେଇ ମୋହର ଅନୁଗମନ ନ କରେ, ସେ ମୋହର ଯୋଗ୍ୟ ନୁହେଁ ।
39ଯେ ଆପଣା ଜୀବନ ବଞ୍ଚାଏ, ସେ ତାହା ହରାଇବ, ଆଉ ଯେ ମୋ ନିମନ୍ତେ ଆପଣା ଜୀବନ ହରାଏ, ସେ ତାହା ବଞ୍ଚାଇବ ।

Read ମାଥିଉ 10ମାଥିଉ 10
Compare ମାଥିଉ 10:35-39ମାଥିଉ 10:35-39