Text copied!
CopyCompare
ଓଡିଆ ବାଇବେଲ - ମାଥିଉ - ମାଥିଉ 26

ମାଥିଉ 26:36-38

Help us?
Click on verse(s) to share them!
36ଏହାପରେ ଯୀଶୁ ଆପଣା ଶିଷ୍ୟମାନଙ୍କ ସହିତ ଗେଥ‌୍‌ଶିମାନୀ ନାମକ ଗୋଟିଏ ସ୍ଥାନକୁ ଯାଇ ସେମାନଙ୍କୁ କହିଲେ, ମୁଁ ସେଠାକୁ ଯାଇ ପ୍ରାର୍ଥନା କରୁଥିବା ପର୍ଯ୍ୟନ୍ତ ତୁମ୍ଭେମାନେ ଏଠାରେ ବସିଥାଅ ।
37ଆଉ, ସେ ପିତର ଓ ଜେବଦୀଙ୍କ ଦୁଇ ପୁତ୍ରଙ୍କୁ ସାଙ୍ଗରେ ନେଇ ଶୋକାକୁଳ ଓ ବ୍ୟଥିତ ହେବାକୁ ଲାଗିଲେ ।
38ସେତେବେଳେ ସେ ସେମାନଙ୍କୁ କହିଲେ, ମୋହର ପ୍ରାଣ ମୃତ୍ୟୁଭୋଗ କରିବା ପରି ଅତ୍ୟନ୍ତ ଶୋକାକୁଳ ହେଉଅଛି, ତୁମ୍ଭେମାନେ ଏଠାରେ ରହି ମୋ ସାଙ୍ଗରେ ଜାଗିଥାଅ ।

Read ମାଥିଉ 26ମାଥିଉ 26
Compare ମାଥିଉ 26:36-38ମାଥିଉ 26:36-38