Text copied!
CopyCompare
ଓଡିଆ ବାଇବେଲ - ମାର୍କ - ମାର୍କ 16

ମାର୍କ 16:5-7

Help us?
Click on verse(s) to share them!
5ସେମାନେ ସମାଧି ମଧ୍ୟରେ ପ୍ରବେଶ କରି ଶୁକ୍ଳ ବସ୍ତ୍ର ପରିହିତ ଜଣେ ଯୁବାଙ୍କୁ ଦକ୍ଷିଣ ପାର୍ଶ୍ୱରେ ବସିଥିବା ଦେଖି ଅତିଶୟ ଆଶ୍ଚର୍ଯ୍ୟାନ୍ୱିତ ହେଲେ ।
6ସେଥିରେ ସେ ସେମାନଙ୍କୁ କହିଲେ, ଭୟ କର ନାହିଁ; ତୁମ୍ଭେମାନେ କ୍ରୁଶରେ ହତ ନାଜରିତୀୟ ଯୀଶୁଙ୍କର ଅନ୍ୱେଷଣ କରୁଅଛ; ସେ ଉଠିଅଛନ୍ତି, ସେ ଏଠାରେ ନାହାଁନ୍ତି; ଦେଖ, ଏହି ସ୍ଥାନରେ ସେମାନେ ତାହାଙ୍କୁ ରଖଥିଲେ ।
7`କିନ୍ତୁ ତୁମ୍ଭେମାନେ ଯାଇ ତାହାଙ୍କ ଶିଷ୍ୟମାନଙ୍କୁ ଓ ପିତରଙ୍କୁ କୁହ, ସେ ତୁମ୍ଭମାନଙ୍କ ଆଗେ ଗାଲିଲୀକୁ ଯାଉଅଛନ୍ତି; ଯୀଶୁ ତୁମ୍ଭମାନଙ୍କୁ ଯେପରି କହିଥିଲେ, ସେପରି ତୁମ୍ଭେମାନେ ତାହାଙ୍କୁ ସେଠାରେ ଦେଖିବ ।

Read ମାର୍କ 16ମାର୍କ 16
Compare ମାର୍କ 16:5-7ମାର୍କ 16:5-7