Text copied!
CopyCompare
ଓଡିଆ ବାଇବେଲ - ମାର୍କ - ମାର୍କ 2

ମାର୍କ 2:2-4

Help us?
Click on verse(s) to share them!
2ସେଥିରେ ଏତେ ଲୋକ ଏକତ୍ର ହେଲେ ଯେ, ଦ୍ୱାର ପାଖରେ ସୁଦ୍ଧା ଆଉ ସ୍ଥାନ ରହିଲା ନାହିଁ, ପୁଣି, ସେ ସେମାନଙ୍କ ନିକଟରେ ବାକ୍ୟ ପ୍ରଚାର କରିବାକୁ ଲାଗିଲେ ।
3ଇତିମଧ୍ୟରେ ଲୋକେ ଜଣେ ପକ୍ଷାଘାତ ରୋଗୀକି ଚାରି ଜଣଙ୍କ ଦ୍ୱାରା ବୁହାଇ ତାହାଙ୍କ ନିକଟକୁ ଘେନି ଆସିଲେ,
4କିନ୍ତୁ ଭିଡ଼ ହେତୁ ତାହାଙ୍କ ପାଖକୁ ଆଣି ନ ପାରିବାରୁ, ସେ ଯେଉଁ ସ୍ଥାନରେ ଥିଲେ, ସେହି ସ୍ଥାନର ଛାତ ଖୋଳି କାଢ଼ିପକାଇଲେ, ଆଉ ତାହା ଭାଙ୍ଗି, ଯେଉଁ ଖଟିଆରେ ପକ୍ଷାଘାତ ରୋଗୀଟି ଶୋଇଥିଲା, ତାହା ଓହ୍ଲାଇଦେଲେ ।

Read ମାର୍କ 2ମାର୍କ 2
Compare ମାର୍କ 2:2-4ମାର୍କ 2:2-4