Text copied!
CopyCompare
ଓଡିଆ ବାଇବେଲ - ମାର୍କ - ମାର୍କ 4

ମାର୍କ 4:26-28

Help us?
Click on verse(s) to share them!
26ଆହୁରି ସେ କହିଲେ, ଈଶ୍ୱରଙ୍କ ରାଜ୍ୟ ଏହି ପ୍ରକାର, ଯେପରି ଜଣେ ଲୋକ ଭୂମିରେ ବିହନ ବୁଣେ;
27ପୁଣି, ରାତ୍ରିରେ ନିଦ୍ରା ଯାଏ ଓ ଦିବସରେ ଜାଗ୍ରତ ହୁଏ, ଆଉ ବିହନ କିପରି ଅଙ୍କୁରିତ ହୋଇ ବୃଦ୍ଧି ପାଏ, ତାହା ସେ ଜାଣେ ନାହିଁ ।
28ଭୂମି ଆପେ ଫଳ ଉତ୍ପନ୍ନ କରେ, ପ୍ରଥମରେ ପତ୍ର, ପରେ ଶିଁଷା, ତାହା ପରେ ଶିଁଷାରେ ପୂର୍ଣ୍ଣ ଶସ୍ୟ ।

Read ମାର୍କ 4ମାର୍କ 4
Compare ମାର୍କ 4:26-28ମାର୍କ 4:26-28