Text copied!
Bibles in Odia

ମାର୍କ 4:26-28 in Odia

Help us?

ମାର୍କ 4:26-28 in ଓଡିଆ ବାଇବେଲ

26 ଆହୁରି ସେ କହିଲେ, ଈଶ୍ୱରଙ୍କ ରାଜ୍ୟ ଏହି ପ୍ରକାର, ଯେପରି ଜଣେ ଲୋକ ଭୂମିରେ ବିହନ ବୁଣେ;
27 ପୁଣି, ରାତ୍ରିରେ ନିଦ୍ରା ଯାଏ ଓ ଦିବସରେ ଜାଗ୍ରତ ହୁଏ, ଆଉ ବିହନ କିପରି ଅଙ୍କୁରିତ ହୋଇ ବୃଦ୍ଧି ପାଏ, ତାହା ସେ ଜାଣେ ନାହିଁ ।
28 ଭୂମି ଆପେ ଫଳ ଉତ୍ପନ୍ନ କରେ, ପ୍ରଥମରେ ପତ୍ର, ପରେ ଶିଁଷା, ତାହା ପରେ ଶିଁଷାରେ ପୂର୍ଣ୍ଣ ଶସ୍ୟ ।
ମାର୍କ 4 in ଓଡିଆ ବାଇବେଲ