Text copied!
CopyCompare
ଓଡିଆ ବାଇବେଲ - ମାର୍କ - ମାର୍କ 4

ମାର୍କ 4:35-36

Help us?
Click on verse(s) to share them!
35ସେହି ଦିନ ସନ୍ଧ୍ୟା ହୁଅନ୍ତେ ଯୀଶୁ ସେମାନଙ୍କୁ କହିଲେ, ଆସ, ଆରପାରିକି ଯିବା ।
36ସେଥିରେ ସେମାନେ ଲୋକସମୂହକୁ ପରିତ୍ୟାଗ କରି, ସେ ଯେପରି ଥିଲେ, ସେହିପରି ତାହାଙ୍କୁ ନୌକାରେ ସାଙ୍ଗରେ ଘେନିଗଲେ, ପୁଣି, ଅନ୍ୟାନ୍ୟ ନୌକା ମଧ୍ୟ ତାହାଙ୍କ ସହିତ ଥିଲା ।

Read ମାର୍କ 4ମାର୍କ 4
Compare ମାର୍କ 4:35-36ମାର୍କ 4:35-36